Tumgik
anwesannewsblog · 11 days
Text
ବିଶିଷ୍ଟ ଶିକ୍ଷାବିତ୍ ଈଶ୍ୱର ସାହୁଙ୍କ ଦେହାନ୍ତ
କେନ୍ଦଦ୍ରାପଡା ୨୭/୫ – କେନ୍ଦ୍ରାପଡା ଜିଲ୍ଲା ନିକିରାଇ ପଞ୍ଚାୟତର ଏକପଡା ଗାଁର ଏକ ଦରିଦ୍ର ପରିବାରରେ ଜନ୍ମଗ୍ରହଣ କରିଥିବା ବିଶିଷ୍ଟ ଶିକ୍ଷାବିତ୍ ଈଶ୍ୱର ଚନ୍ଦ୍ର ସାହୁ ୯୭ ବର୍ଷ ବୟସରେ ତାଙ୍କ କାକଟ ସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ସେ ବହୁ ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପିଡିତ ହୋଇ ଶଯ୍ୟାସାୟୀ ଥିଲେ । କଜଳା ଶ୍ମଶାନରେ ତାଙ୍କର ଶେଷ କୃତ୍ୟ ସମ୍ପର୍ଣ୍ଣ କରାଯାଇଥିଲା । ବଡ ପୁଅ ରବିନ୍ଦ୍ର ସାହୁ ମୁଖାଗ୍ନୀ ଦେଇଥିଲେ । ଶେଷ କୃତ୍ୟ ବେଳକୁ ଦେବେନ୍ଦ୍ର ସାହୁ, ରାଜେନ୍ଦ୍ର…
Tumblr media
View On WordPress
0 notes
anwesannewsblog · 11 days
Text
କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ: କଳାରେ ୨, ବାଣିଜ୍ୟରେ ଜଣେ ଓ ବିଜ୍ଞାନରେ ଜଣେ ଟପ୍ପର, କଳାରେ ୯୬.୮୯, ବାଣିଜ୍ୟରେ ୯୬.୭୨ ଓ ବିଜ୍ଞାନରେ ୯୮.୦୩ପ୍ରତିଶତ ଫଳାଫଳ
କେନ୍ଦ୍ରାପଡ଼ା, ୨୭ା୫: ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ +୨ ପରୀକ୍ଷା ଫଳ ପ୍ରକାଶ ପାଇଛି । କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨କଳାରେ ସାଗରିକା ତ୍ରିପାଠୀ ଓ ବିଶ୍ୱଜିତ ମହାନ୍ତି ୫୨୩ମାର୍କ ରଖି ଯୁଗ୍ମ ବିଭାଗୀୟ ଟପ୍ପର ହୋଇଥିବା ବେଳେ ବାଣିଜ୍ୟରେ ସେଖ ଜିସାନ ଅଲ୍ଲୀ ୫୪୭ ମାର୍କ ରଖି ବିଭାଗୀୟ ଟପ୍ପର ହୋଇଛନ୍ତି । ସେହିଭଳି ବିଜ୍ଞାନରେ ରାଜେଶ କୁମାର ମହାନ୍ତି ୫୬୫ମାର୍କ ରଖି ବିଭାଗୀୟ ଟପ୍ପର ହେବା ସହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ଟପ୍ପର ହୋଇଛନ୍ତି ।…
Tumblr media
View On WordPress
0 notes
anwesannewsblog · 11 days
Text
ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି : ବିଜୁବାବୁଙ୍କ କର୍ମଭୂମୀରେ କୁମ୍ଭୀର କାନ୍ଦଣା ଚଳିବନାହିଁ - ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଜିତାଇବାକୁ କେନ୍ଦ୍ରାପଡାବାସୀଙ୍କୁ ନିବେଦନ   ୨ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ସମାଗମ କେନ୍ଦ୍ରାପଡ଼ା, ୨୭ା୫: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରୁଅ ସିଦ୍ଧବଟ ପଡିଆରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ ସମାଲୋଚନା କରି କହିଲେ ଯେ ବିରୋଧୀ ଦଳ ମିଛୁଆ,…
Tumblr media
View On WordPress
0 notes
anwesannewsblog · 12 days
Text
+୨ ପରୀକ୍ଷା ଫଳ ପ୍ରକାଶିତ: ଜିଲ୍ଲାରେ ବିଜ୍ଞାନରେ ୯୦.୭୪, କଳାରେ ୭୮.୭୩ ଓ ବାଣିଜ୍ୟରେ ୮୮.୫୧ ପ୍ରତିଶତ ପାସହାର
କେନ୍ଦ୍ରାପଡ଼ା, ୨୬ା୫: +୨ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । କେନ୍ଦ୍ରାପଡା ଜିଲ୍ଲାରେ ବିଜ୍ଞାନରେ ୯୦.୭୪ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଥିବା ବେଳେ କଳାରେ ୭୮.୭୩, ବାଣିଜ୍ୟରେ ୮୮.୫୧ ଓ ଭୋକେସନାଲରେ ୭୭.୨୧ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି । ଜିଲ୍ଲାରେ ବିଜ୍ଞାନରେ ମୋଟ ୩୩୮୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୩୦୬୮ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି । ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୫୮୦ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୩୩୧ଜଣ ଦ୍ୱିତୀୟ ଶ୍ରେଣୀରେ, ୧୧୩୯ଜଣ ତୃତିୟ…
Tumblr media
View On WordPress
0 notes
anwesannewsblog · 12 days
Text
କେନ୍ଦ୍ରାପଡା ଜିଲ୍ଲାରେ ମାଟ୍ରିକ ପାସହାର ୯୫.୭୭ପ୍ରତିଶତ
କେନ୍ଦ୍ରାପଡ଼ା, ୨୫ା୫: କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ବର୍ଷ ମାଟ୍ରିକ ପାସହାର ୯୫.୭୭ ପ୍ରତିଶତ ହୋଇଛି । ଜିଲ୍ଲାର ୯ଟି ବ୍ଲକ ମଧ୍ୟରୁ ୮ଟି ବ୍ଲକରେ ମୋଟ ୩୦ଜଣ ଏ-୧ଗ୍ରେଡ୍‌ରେ ପାସ କରିଛନ୍ତି । ରାଜକନିକା ବ୍ଲକର ଆର.ଏନ. ହାଇସ୍କୁଲ ଛାତ୍ରୀ ଅନନ୍ୟା ବାରିକ ମୋଟ ୬୦୦ ମାର୍କରୁ ୫୬୦ମାର୍କ ଅର୍ଥାତ ୯୩.୩୩ ପ୍ରତିଶତ ମାର୍କ ରଖି ପାସ କରିବା ସହିତ ଜିଲ୍ଲା ଟପ୍ପର ହୋଇଛନ୍ତି । ସେହିପରି ପଟ୍ଟାମୁଣ୍ଡାଇ ବ୍ଲକର ୬ଜଣ ଏ-୧ ଗ୍ରେଡ୍‌ରେ ପାସ କରିଥିବା ବେଳେ ପଞ୍ଚାୟତ ହାଇସ୍କୁଲ କଷଣଅଣ୍ଟାର…
Tumblr media
View On WordPress
0 notes
anwesannewsblog · 12 days
Text
କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣିଜ୍ୟ ବିଭାଗରେ ସେଖ୍ ଜିସାନ୍ ଅଲ୍ଲୀ ଟପ୍ପର
କେନ୍ଦ୍ରାପଡା,୨୬ା୫: ଚଳିତ ବର୍ଷ କେନ୍ଦ୍ରାପଡା ଜିଲ୍ଲାର ବାଣିଜ୍ୟରେ କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ସେଖ୍ ଜିସାନ୍ ଅଲ୍ଲୀ ୫୪୭ ନମ୍ବର ରଖି ଶୀର୍ଷରେ ରହିଛନ୍ତି । ତାଙ୍କର ଏହି ସଫଳତା ଶ୍ରେୟ ସେ ତାଙ୍କ ବାପା ମା ଓ ଆଇ.ଏ.ପି କମର୍ସ ଏକାଡେମୀର ଶିକ୍ଷକମାନଙ୍କୁ ଶ୍ରେୟ ଦେଇଛନ୍ତି । ସେ ଆଗକୁ ଜଣେ ସୁନାଗରିକ ସହିତ ଚାଟାର୍ଡ ଆକାଉଟାଣ୍ଟ ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଏଥିସହିତ ସନ୍ଧ୍ୟାରାଣୀ ମଲ୍ଲିକ ୫୪୪ ନମ୍ବର ରଖି କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ…
Tumblr media
View On WordPress
0 notes
anwesannewsblog · 13 days
Text
ଜୁନ୍ ୧ରେ ମତଦାନ ପାଇଁ ଇଭିଏମ୍ ପ୍ରସ୍ତୁତ
କେନ୍ଦ୍ରାପଡ଼ା, ତା ୨୫/୦୫: ଜିଲ୍ଲାରେ ଜୁନ୍ ୧ ତାରିଖରେ ଭୋଟ୍‌ଗ୍ରହଣ ପାଇଁ ଇଭିଏମ୍ ମେସିନ୍‌ର କମିସନିଂ କାର୍ଯ୍ୟ ଶେଷ ହୋଇଛି । ଭାରତର ନିର୍ବାଚନ ଆୟୋଗଙ୍କ ନିୟମାନୁସାରେ ସାଧାରଣ ପର୍ଯ୍ୟବେକ୍ଷକ ଭରତ କୁମାର ଭାସବା ଓ ସାକେତ ମାଲବିୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ, ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ପ୍ରତିନିଧିମାନଙ୍କ ଉପସ୍ଥିତିରେ ଏବଂ ରିଟର୍ଣ୍ଣିଂ ଅଫିସରମାନଙ୍କ ପରିଚାଳନାରେ ଚୂଡ଼ାନ୍ତ ଇଭିଏମ୍ କମିସନିଂ କାର୍ଯ୍ୟ ସମ୍ପାଦିତ ହୋଇଛି । କେନ୍ଦ୍ରାପଡ଼ା…
Tumblr media
View On WordPress
0 notes
anwesannewsblog · 2 months
Link
1 note · View note
anwesannewsblog · 2 months
Link
1 note · View note
anwesannewsblog · 2 months
Link
1 note · View note
anwesannewsblog · 2 months
Text
ସାନମାଣିତିଆରେ ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମାପନ
କେନ୍ଦ୍ରାପଡ଼ା, ୨୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣିତିଆରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚତୁର୍ଦ୍ଧା ମୂରତି ସ୍ଥାପନ ଉତ୍ସବ ଶନିବାର ଠାରୁ ଆରମ୍ଭ ହୋଇ ୨୭ତାରିଖରେ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ସମାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପୁରୀର ପଣ୍ଡିତ ପଦ୍ମନାଭ ତ୍ରିପାଠୀଶର୍ମା, ପଣ୍ଡିତ ଭୁବନେଶ୍ୱର ତ୍ରିପାଠୀଶର୍ମା, ମୁକ୍ତିମଣ୍ଡପର ପଣ୍ଡିତ ମହେନ୍ଦ୍ରନାଥ ଷଡଙ୍ଗୀ ଓ ପଣ୍ଡିତ ହେମନ୍ତ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ଶନିବାର ଯଜ୍ଞାଧିବାସ, ମଣ୍ଡଳକରଣ,…
Tumblr media
View On WordPress
1 note · View note
anwesannewsblog · 2 months
Text
‘ଶ୍ରୀ ଲଛମନଜୀଉଙ୍କ ମହିମା ଗାଥା' ପୁସ୍ତକ ଉନ୍ମୋଚିତ
କେନ୍ଦ୍ରାପଡ଼ା, ୨୯ା୩: ଅବସରପ୍ରାପ୍ତ ଶିକ୍ଷକ ଗୁରୁ କାଙ୍ଗାଳି ଚରଣ ବାରିକଙ୍କ ଦ୍ୱାରା ରଚିତ ପୁସ୍ତକ ‘ଶ୍ରୀ ଲଛମନଜୀଉଙ୍କ ମହିମା ଗାଥା’ ବାଲିପାଟଣା ସ୍ଥିତ ଲଛମନଜୀଉଙ୍କ ମନ୍ଦିର ପରିସରରେ ଉନ୍ମୋଚିତ ହୋଇଯାଇଛି । କୁଶିଆପାଳ ସରପଞ୍ଚ ଦୟାନିଧି ଦାସ, ଗାଳ୍ପିକ ମାତୃଦତ୍ତ ମହାନ୍ତି ଓ ଶିକ୍ଷାବିତ୍ ଶ୍ରୀଧର କୁମାର ଭୋଳ ଅତିଥି ଭାବେ ଯୋଗଦେଇ ପୁସ୍ତକଟିକୁ ଉନ୍ମୋଚନ କରିଥିଲେ । ମନ୍ତ୍ର ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ଏହି ପୁସ୍ତକରେ ଶ୍ରୀ ଲଛମନଜୀଉଙ୍କ ଅନାଲୋଚିତ ଅଲୌକିକତା ବିଷୟରେ…
Tumblr media
View On WordPress
1 note · View note
anwesannewsblog · 2 months
Text
ମାତୃ ସତସଙ୍ଗର ବାର୍ଷିକ ଉତ୍ସବ
  କେନ୍ଦ୍ରାପଡ଼ା ବ୍ଲକ ହରିହରାନନ୍ଦ ମାତୃଆଶ୍ରମ ପରିସରରେ “ଜ୍ଞାନପ୍ରଭା” ( gyana prava) ମିଶନ୍ ଆନୁକୂଲ୍ୟରେ ପବିତ୍ର ଦୋଳପୂର୍ଣ୍ଣିମା ଉପଲକ୍ଷେ ଏକ ମାତୃ ସତ୍ ସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ସହିତ ଗରାପୁରସ୍ଥିତ ଦିବ୍ୟ ଜୀବନସଂଘର ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ, ସ୍ୱାମୀ ସମର୍ପଣାନନ୍ଦ ଗିରି ଏବଂ ତ୍ରୀଜିବ ଦାସ ଯୋଗଦାନ କରି ମାତୃଶକ୍ତି ର ପରିବର୍ତ୍ତନ ରେ ସମାଜର ପରିବର୍ତ୍ତନ ସମ୍ଭବ ହୋଇପାରିବ ବୋଲି…
Tumblr media
View On WordPress
1 note · View note
anwesannewsblog · 2 months
Text
ପୁରୀରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଅଂଶୁମାନ ମହାନ୍ତି
ପୁରୀ: ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ଶୁକ୍ରବାର ଅପରାହ୍‌ଣରେ ପୁରୀରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଲୋକସଭା ନିର୍ବାଚନରେ କେନ୍ଦ୍ରାପଡ଼ାରୁ ଜିତିବା ନେଇ ଶକ୍ତି ଓ ସାମର୍ଥ୍ୟ ପାଇଁ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ଟିକେଟ ପ୍ରଦାନ କରିଛନ୍ତି । କେନ୍ଦ୍ରାପଡାବାସୀଙ୍କର ସେବା କରିବି । ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟ ସହ ଜନକଲ୍ୟାଣ କାର୍ଯ୍ୟକୁ ଆଧାର…
Tumblr media
View On WordPress
0 notes
anwesannewsblog · 2 months
Text
କେନ୍ଦ୍ରାପଡା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ତରଫରୁ ଡାକ୍ତର ଦାମୋଦର ରାଉତଙ୍କ ସ୍ମୃତିସଭା
କେନ୍ଦ୍ରାପଡ଼ା, ୨୮ା୩: କେନ୍ଦ୍ରାପଡା ସହରର ନୂଆ ବସଷ୍ଟାଣ୍ଡସ୍ଥିତ ହୋଟେଲ ରିଭରଭ୍ୟୁ ସମ୍ମିଳନୀ କକ୍ଷରେ କେନ୍ଦ୍ରାପଡା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ତରଫରୁ ପୂର୍ବତନ ମନ୍ତ୍ରୀ ତଥା ଅଭିଜ୍ଞ ଓ ସ୍ପଷ୍ଟବାଦୀ ରାଜନେତା ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସ୍ମୃତିଚାରଣ ସଭା ସଭାପତି ଶରତ କୁମାର ବେହୁରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭାପ୍ରାରମ୍ଭରେ ସ୍ୱର୍ଗତ ରାଉତଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଉପସ୍ଥିତ ସମସ୍ତ ସଦସ୍ୟମାନେ ୨ମିନିଟ ନୀରବ ପ୍ରାର୍ଥନା କରିଥିଲେ ଏବଂ…
Tumblr media
View On WordPress
0 notes
anwesannewsblog · 2 months
Text
କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସମୀକ୍ଷା ବୈଠକ
କେନ୍ଦ୍ରାପଡ଼ା, ୨୭/୩ : କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ରଞ୍ଜନ କୁମାର ଦାସ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ସମସ୍ତ ପଦକ୍ଷେପ ଉପରେ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯାଳୟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲା ନିର୍ବାଚନ…
Tumblr media
View On WordPress
0 notes
anwesannewsblog · 2 months
Text
କେନ୍ଦ୍ରାପଡା ପୋଲିସର ବଡ ସଫଳତା : ସରକାରୀ ଓକିଲଙ୍କ ଘରୁ ଡକାୟତି ଘଟଣାରେ ୬ ଗିରଫ
ଦିନରେ ଘୁଷୁରି ପାଳନ, ରାତିରେ ଚୋରି କେନ୍ଦ୍ରାପଡ଼ା,୨୭ା୩ : ଜିଲ୍ଲାର ବିଭିନ୍ନ ସ୍ଥାନରୁ ଘର ତାଡି ଡକାୟତି କରିବା ଅଭିଯୋଗରେ କେନ୍ଦ୍ରାପଡା ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦିନରେ ଘୁଷୁରି ପାଳନ କରି ରାତିରେ ଡକାୟତି କରିବା ପାଇଁ ଯୋଜନା କରୁଥିଲେ । ରାତିହେଲେ ସେମାନେ ଏକାଠି ହୋଇ ଘରେ କେହି ନଥିବାର ସୁଯୋଗ ନେଇ ଘର କବାଟ ତାଡି ସମସ୍ତ ଅଳଙ୍କାର ନଗଦ ଟଙ୍କା ଓ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରୁଥିଲେ । କେନ୍ଦ୍ରାପଡା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆଙ୍କ…
Tumblr media
View On WordPress
0 notes